Masthead

ମହାକାଶ ଯାନ ସମ୍ପର୍କରେ ଗବେଷଣା କରିବେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଗ୍ରାମାଞ୍ଚଳରେ ସ୍ପେସ୍ ଲ୍ୟାବ । ମହାକାଶ ଯାନ ସମ୍ପର୍କରେ ଗବେଷଣା କରିବେ ଛାତ୍ରଛାତ୍ରୀ । ସ୍ପେସ୍ ଏକାଡେମୀ ୟୋମିକା ସହଯୋଗରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମୁସକାନ ଇଣ୍ଟରନ୍ୟାସନାଲ ସ୍କୁଲରେ ଏହି ସ୍ପେସ୍ ଲ୍ୟାବ ଉଦଘାଟିତ ହୋଇଯାଇଛି । ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଏହାକୁ ଉଦଘାଟନ କରିଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ସାଂସଦ ସଙ୍ଗୀତା ସିଂହଦେଓ, ବିଧାୟକ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ବିଧାୟକ ଆୟୁବ ଖାଁ, ଏନ୍ଏସି ଅଧ୍ୟକ୍ଷ ବରିୟମ ସିଂ ସାଲୁଜା ଓ ବେଳପଡା ବ୍ଲକ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼