Masthead

ଭାଇକୁ ହାଣିଲା ଭାଇ

ପାଲହଡା (ବଡ଼ ଖବର ବ୍ୟୁରୋ): ଜମିଜମା ବିବାଦକୁ କେନ୍ଦ୍ରକରି ସାନ ଭାଇ ଗଳାକାଟି ହତ୍ୟା କଲା ବଡ଼ଭାଇ । ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି ଅନଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ଥାନା ଅନ୍ତର୍ଗତ ପଦାପଶି ଗ୍ରାମରେ । ପଦାପଶି ଗ୍ରାମର ଖଜୁରୀ କିସାନ ଓ ସାନଭାଇ ଲୋକନାଥ କିସାନ ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ହେବ ଜମିବାଡ଼ିକୁ କେନ୍ଦ୍ରକରି ବିବାଦ ଲାଗି ରହିଥିଲା । ଏହାକୁ କେନ୍ଦ୍ରକରି ଲୋକନାଥ କିସାନ ନିଜ ଘରେ ଖଟରେ ସୋଇଥିବା ବେଳେ ବଡ଼ଭାଇ ଖଜୁରି କିସାନ ଏକ ଧାରୁଆ ଟାଙ୍ଗିଆରେ ଲୋକନାଥ କିସାନର ଗଳାକାଟି ହତ୍ୟା କରିଥିଲା । ପରେ ପରିବାର ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଲୋକନାଥ କିସାନକୁ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ । ଅନ୍ୟପଟେ ହତ୍ୟାକାରୀ ସାନଭାଇ ଖମାର ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ