Masthead

ଭୁଶୁଡିଲା କୋଠା, ୨ ଜଣଙ୍କ ମୃତ ହୋଇଥିବାବେଳେ ଅନେକ ଫସି ରହିଥିବା ସୂଚନା

ଉତ୍ତର ପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ବାରବାଙ୍କିରେ ବଡ଼ ଦୁର୍ଘଟଣା । ଭୁଶୁଡ଼ିଲା କୋଠା । ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଫସି ରହିଥିବା ସୂଚନା ମଳିଛି । ଏପର୍ଯ୍ୟନ୍ତ ୧୨ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟ ଏବେ ବି  ଜାରି ରହିଛି। ସୋମବାର ଭୋର ପ୍ରାୟ ୪ଟା ସମୟରେ ବାରବାଙ୍କିର ଫତେହପୁର ସହରରେ ଏକ ତିନି ମହଲା ଘର ଭୁଶୁଡି ପଡିଛି।

ଦୁର୍ଘଟଣା ପରେ ଏସପି ଦୀନେଶ କୁମାର ସିଂ, ସିଡିଓ ଏକତା ସିଂ, ଏଡିଏମ ଅରୁଣ କୁମାର ସିଂଙ୍କ ଉପସ୍ଥିତିରେ ପୋଲିସ, ଏସଡିଆରଏଫ ଏବଂ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୧୨ ଜଣ ଆହତଙ୍କୁ ଜିଲା ଡାକ୍ତରଖାନାକୁ ପଠାଯାଇଥିଲା ଯେଉଁଠାରେ ଡାକ୍ତର ୨ଜଣଙ୍କୁ ମୃତ ବୋଲି ଘୋଷଣା କରିଥିବାବେଳେ ଆଠ ଜଣଙ୍କୁ ଲକ୍ଷ୍ନୌକୁ ପଠାଯାଇଥିଲା। ଭଙ୍ଗା ଘର ତଳେ ପୋତିହୋଇଥିବା ଆଶଙ୍କା କରାଯାଇ ଏନଡିଆରଏଫ ଦଳକୁ ମଧ୍ୟ ଡକାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି