ଭାଇର ଶୁଭ ମନାସିବାବେଳେ ଗଲା ଭଉଣୀର ଜୀବନ

କଟକ(ବଡ଼ ଖବର ବ୍ୟୁରୋ): ଖୁଦୁରୁକୁଣୀ ଓଷା ପାଳନ ବେଳେ ଅଘଟଣ। ବିଦ୍ୟୁତ ଆଘାତରେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ। ସିଡିଏ ହଇରାଣପୁର ବସ୍ତିରେ ଘଟିଛି ଏହି ଅଘଟଣ। ମୃତ ଯୁବତୀ ହେଲେ ହଇରାଣପୁର ବସ୍ତିରେ ରହୁଥିବା ପଙ୍କଜ ଦାଶଙ୍କ ୨୩ ବର୍ଷୀୟ ଝିଅ ପ୍ରିୟଙ୍କା ଦାଶ(କଣ୍ଢେଇ) ।

ଖୁଦୁରୁକୁଣୀ ପୂଜା ପାଇଁ ପଡିଶା ଘର ଛାତ ଉପରକୁ ଯାଇଥିବା ବେଳେ ପାଖରେ ଯାଇଥିବା ଖୋଲା ମୁକୁଳା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଵାରୁ ଘଟିଥିଲା ଅଘଟଣ। ଯୁବତୀ ଜଣଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଘରୋଇ ମେଡ଼ିକାଲ୍ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ମର୍କତ ନଗର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ