Masthead

ଆମ୍ବୁଲାନ୍ସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ସୋର (ବଡ଼ ଖବର ବ୍ୟୁରୋ):  ଆମ୍ବୁଲାନ୍ସକୁ ଧକ୍କା ଦେଲା କଣ୍ଟେନର ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ସହଯୋଗୀ । ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ୧୬ନମ୍ବର ଜାତୀୟ ରାଜପଥ ପଣପଣା ବେଗୁନିଆ ନିକଟରେ ଏକ କଣ୍ଟେନର ଧାକ୍କାରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣା ପଡ଼ିଛି । ହାଇୱେ ଷ୍ଟାର ଓଡି୦୨ବି ଏଚ ୮୭୪୩ ଆମ୍ବୁଲାନ୍ସ ଜାତୀୟ ରାଜପଥକୁ ଉଠୁଥିବା ବେଳେ ବାଲେଶ୍ୱର ପଟୁ ଏନଏଲ୦୧ଏଏ ୯୦୯୯ କଣ୍ଟେନର ଆସି ପଛପଟୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବେଳେ ଡ୍ରାଇଭର ଏବଂ ସହଯୋଗୀ ଅଳ୍ପକେ ବର୍ତ୍ତୀ ଯାଇଥିଲେ । ପରେ ଖନ୍ତାପଡ଼ା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି କଣ୍ଟେନରଟିକୁ ଥାନାକୁ ନେଇ ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା