Masthead

ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଳ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ଚିକିତ୍ସାଳୟର ମେଡିସିନ ୱାର୍ଡରେ ଲାଗିଛି ନିଆଁ । ଏସିରୁ ସଟସର୍କିଟ ହୋଇ ନିଆଁ ଲାଗିଥିବା ସୂଚନା ମିଳିଛି ।

ନିଆଁ ଦେଖି ଭୟଭୀତ ହୋଇ ରୋଗୀମାନେ ବହାରକୁ ପଳାଇ ଆସିଥିଲେ । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା