Masthead

ରାହୁଲଙ୍କ ଭାରତ ଯୋଡୋ ଯାତ୍ରା ମତେ ଅନୁପ୍ରାଣିତ କରିଛି: ପ୍ରବୋଧ ତିର୍କୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ। କଂଗ୍ରେସ ଭବନରେ ମିଶ୍ରଣ ପର୍ବରେ ଯୋଗ ଦେଲେ। ଏହା ସହ ଏକାମ୍ର ନିର୍ବାଚନ ମଣ୍ଡଳୀ ପ୍ରସନ୍ନ କୁମାର ଚଂପତି ମଧ୍ୟ କଂଗ୍ରେସରେ ଯୋଗଦେଲେ।

ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲା କୁମାର, ବିଧାୟକ ସୁରେଶ ରାଉତରାୟ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସେପଟେ ପ୍ରବୋଧ କହିଛନ୍ତି ରାହୁଲଙ୍କ ଭାରତ ଯୋଡୋ ଯାତ୍ରା ମତେ ଅନୁପ୍ରାଣିତ କରିଛି। ଲୋକ ସେବା ପାଇଁ କଂଗ୍ରେସକୁ ଆସିଛି। ସମସ୍ତେ ମିଶିଲେ କଂଗ୍ରେସ ଆଗକୁ ଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ