Masthead

ମଝି ଆକାଶରୁ ଫେରିଲା ବିମାନ, ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମଝି ଆକାଶରୁ ଫେରିଲା ବିମାନ । ଭୁବନେଶ୍ୱର- ନୂଆଦିଲ୍ଲୀ ଇଣ୍ଡିଗୋ ବିମାନକୁ ଜରୁରୀକାଳୀନ ଅବତରଣ କରାଯାଇଛି । ସକାଳେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଇଣ୍ଡିଗୋ ବିମାନ ଉଡ଼ାଣ ଭରିଥିଲା ।

ବିମାନ ଉଡାଣର କିଛି ସମୟ ପରେ ବିମାନର ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ତେଣୁ ଉଡ଼ାଣର ୨୫ ମିନିଟ ପରେ ବିମାନବନ୍ଦରକୁ ଫେରି ଆସିଥିଲା ବିମାନ । ବିମାନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି