Masthead

ବିଶ୍ୱ କରୋନା: ୪କୋଟି ଆକ୍ରାନ୍ତ, ୩କୋଟି ଆରୋଗ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟ ୪କୋଟି ଅତିକ୍ରମ କରିଛି । ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୨୩ ହଜାର ୬୯୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୨ ଲକ୍ଷ ୬୨ ହଜାର ୯୮୮କୁ ବୃଦ୍ଧି ଘଟିଛି । ଏହାସହ ବିଶ୍ୱରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୩ କୋଟି ଟପିଯାଇଛି । ଏଯାବତ୍ କରୋନାରୁ ସୁସ୍ଥ ହେଲେଣି ୩ କୋଟି ୧୦ ଲକ୍ଷ ୬ ହଜାର ୭୨୪ ଆକ୍ରାନ୍ତ । କରୋନା ଜନିତ ମୃତ୍ୟୁସଂଖ୍ୟା ୧୧ ଲକ୍ଷ ୧୮ ହଜାର ୧୫୪କୁ ବୃଦ୍ଧି ପାଇଛି । ବିଶ୍ୱରେ ମୋଟ୍ ଆକ୍ଟିଭ୍ କେସ୍ ସଂଖ୍ୟା ୯୦ ଲକ୍ଷ ୩୮ ହଜାର ୧୧୦ ରହିଛି । ବିଶ୍ୱରେ ମୋଟ ୨୧୫ ଦେଶକୁ ବ୍ୟାପିଛି ମହାମାରୀ କରୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ