Masthead

ପାରାଦୀପ ଆଇଓସିଏଲ ଗେଟ ନିକଟରୁ ମିଳିଲା ଆଟାଚି

ପାରାଦୀପ (ବଡ଼ ଖବର ବ୍ୟୁରୋ) : ପାରାଦୀପ ଆଇଓସିଏଲ ଗେଟ ନିକଟରୁ ମିଳିଲା ଆଟାଚି । ଆଟାଚିରେ ବମ୍ ଥିବା ସନେ୍ଦହ କରାଯାଉଥିବା ବେଳେ, ଆଇଓସିଏଲ ଗେଟ ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଘଟଣାସ୍ଥଳରେ ଡଗ୍ ସ୍କ୍ୱାର୍ଡ ପହଞ୍ଚି ତଦନ୍ତ ମଧ୍ୟ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ