ପୁରସ୍କାର ପାଇଁ ୧୦ କୋଟି କେଉଁଠୁ ଆଣିବେ?: ଉଦୟନିଧି ଷ୍ଟାଲିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କ ସନାତନ ଧର୍ମ ମନ୍ତବ୍ୟ ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ସନାତନ ଧର୍ମକୁ ମ୍ୟାଲେରିଆ ଏବଂ ଡେଙ୍ଗୁ ସହିତ ତୁଳନା କରି ସେ ଅନେକ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। ଯାହାକୁ ନେଇ ଅଯୋଧ୍ୟାର ଜଣେ ସାଧୁ ପରମହଂସ ଆଚାର୍ୟ୍ୟ ଏକ ଭିଡିଓ ଜାରି କରିଛନ୍ତି ବର୍ତ୍ତମାନ ଉଦୟନିଧି ନିଜେ ଏହି ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଉଦୟନିଧୀଙ୍କ ମୁଣ୍ଡ କାଟି ଆଣିଲେ ୧୦ କୋଟି ଦେବେ ବୋଲି । ଏହାର ପ୍ରତିକ୍ରି୍ରୟା ରଖି ନିଜେ ଉଦୟନିଧି କହିଛନ୍ତି ‘ଜଣେ ସାଧୁ ଅଛନ୍ତି ଯିଏ ମୋ ମୁଣ୍ଡ କାଟିଥିବା ଲୋକଙ୍କୁ ୧୦ କୋଟି ଟଙ୍କା ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି।

ସେ ପ୍ରକୃତରେ ଜଣେ ପ୍ରକୃତ ସାଧୁ ନା ନକଲି। ସେମାନେ କାହିଁକି ମୋ ମୁଣ୍ଡକୁ ଏତେ ପସନ୍ଦ କରନ୍ତି। ତାମିଲନାଡୁର ମନ୍ତ୍ରୀ ସାଧୁଙ୍କୁ ପଚାରିଲେ ସେ ଏତେ ଟଙ୍କା କେଉଁଠୁ ଆଣୁଛନ୍ତି। ମୋ କେଶକୁ କମ କରିବା ପାଇଁ ଆପଣ୧୦ କୋଟି ଟଙ୍କା ଘୋଷଣା କରୁଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି। ଯଦି ମୋ ମୁଣ୍ଡରେ ଥିବା ଚୁଟିକୁ କୁଣ୍ଡାଇବାକୁ ୧୦ ଟଙ୍କାର ପାନିଆ ସେ ମୋତେ ଦିଅନ୍ତି ତାହେଲେ ମୁଁ ନିଜେ ମୋ ମୁଣ୍ଡ କାଟିଦେବି’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ