Masthead

ପୁଣି ଭାଲୁ ଆତଙ୍କ, ଜଣେ ଆହାତ

ନୀଳଗିରି(ବଡ଼ ଖବର ବ୍ୟୁରୋ): ନିୟମିତ ସମୟ ବ୍ୟବଧାନରେ ନରଳଗିରିର ବିଭିନ୍ନ ଅଞ୍ଚଳର ଭାଲୁ ଆକ୍ରମଣର ଚିତ୍ର ସାମ୍ନାକୁ ଆସିଛି । ଆଜି ସକାଳେ ମଧ୍ୟ ସମାନ ଚିତ୍ର ସାମ୍ନାକୁ ଆସିଛି । ଜାମୁଡିହା ପଞ୍ଚାୟତ ଅଧୀନ କେଶୁରା ଗାଁ ର ଭାସ୍କର ଦଳେଇ କୋଦାଳ ଧରି ବିଲକୁ କାମ କରିବାକୁ ଯାଉଥିବା ବେଳେ ଗାଁ ମୁଣ୍ଡ ମହାଦେବ ମନ୍ଦିର ସମ୍ମୁଖରେ ଜଗି ରହିଥିବା ଭାଲୁଟି ଅତର୍କିତ ଭାବେ ଆକ୍ରମଣ କରିଥିଲା ।

ତେବେ ଏଥିରେ ଭୟଭୀତ ନ ହୋଇ ଅବିଚଳିତ ଭାବେ ଭାଲୁକୁ କୋଦାଳରେ ପ୍ରତି ଆକ୍ରମଣ କରି ନିଜକୁ କିଛି ମାତ୍ରାରେ ସୁରକ୍ଷିତ କରି ପାରିଛନ୍ତି ଭାସ୍କର । ପରବର୍ତ୍ତୀ ମୁହୂର୍ତ୍ତରେ ତାଙ୍କୁ ମୁର୍ମୁଷୁ ଅବସ୍ଥାରେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିଲେ ବି ମୁଣ୍ଡ ଏବଂ ମୁହଁରେ ଗଭୀର କ୍ଷତ ଦେଖା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ