Masthead

ସୃଷ୍ଟି ହେଲା ଲଘୁଚାପ, ୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।

ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ପ୍ରବଳ ବର୍ଷା ନେଇ ୧୬ ଟି ଜିଲ୍ଲାକୁ ୟୋଲୋ ଆଲର୍ଟ କରାଯାଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ଟି ଜିଲ୍ଲା ମାଲକାନଗିରି, ନବାଙ୍ଗପୁର, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି