Masthead

‘ଦେଶକୁ ଅନ୍ଧକାରରେ ରଖିବା ଉଚିତ୍‌ ନୁହେଁ’

 ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ସ୍ୱତନ୍ତ୍ର ଅଧିବେଶନକୁ ନେଇ ବିରୋଧୀଦଳ ନେତା ପୁଣି ଥରେ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସଂସଦର ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡାରେ ସ୍ବଚ୍ଛତା ବଜାୟ ରଖିବାକୁ ବିରୋଧୀଦଳ ନେତାମାନେ ଦାବି କରିଛନ୍ତି। ଦେଶକୁ ଅନ୍ଧକାରରେ ରଖିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ମଙ୍ଗଳବାର ତାଙ୍କ ବାସଭବନରେ ବିରୋଧୀ ଦଳର ନେତାଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଥଲେ। ଏହି ସମୟରେ ବିରୋଧୀ ଦଳର ନେତାମାନେ ସଂସଦର ସ୍ୱତନ୍ତ୍ର ଅଧିବେଶନର ରଣନୀତି ଉପରେ ଆଲୋଚନା କରିଛନ୍ତି।

ଆଲୋଚନା ସମୟରେ ଆଦାନୀ ପ୍ରସଙ୍ଗ ମଧ୍ୟ ଉଲ୍ଲେଖ କରାଯାଇଛି। ଏହି ବୈଠକରେ ‘ଇଣ୍ଡିଆ’ର ଚତୁର୍ଥ ବୈଠକ ଭୋପାଳରେ ଆୟୋଜିତ କରିବା ଉପରେ ଆଲୋଚନା ହୋଇଛି। ସେପଟେ କୁହାଯାଉଛି ପୂର୍ବତନକଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ସ୍ୱତନ୍ତ୍ର ଅଧିବେଶନରେ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା