Masthead

“ଭାରତ କୁ ଭାରତ କହିବା ଖରାପ କଥା ନୁହେଁ”

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):‘ଭାରତ’ ନାଁ ‘ଇଣ୍ଡିଆ’ । ଏହାକୁ ନେଇ ଆରମ୍ଭ ହୋଇଛି ବୟାନବାଜି । ବିରୋଧୀ ଓ ଶାସକଙ୍କ ପଶାପାଲି ଖେଳରେ ବାଜି ଲାଗିଛି ଦେଶ । ଏହାକୁ ନେଇ ରାଜନୀତିରେ ହଟଚମଟ ଦେଖାଦେଇଥିବାବେଳ ଏବେ ସମ୍ନାକୁ ଆସିଛି ବଲିଉଡ ଅଭିନେତାଙ୍କ ପ୍ରତିକ୍ରିୟା । ବଲିଉଡ ଅଭିନେତା ଜାକି ସ୍ରଫ କହିଛନ୍ତି ‘ଇଣ୍ଡିଆ’କୁ ‘ଭାରତ’ କହିବା ଖରାପ କଥା ନୁହେଁ । ଆଗରୁ ଆମ ଦେଶକୁ ‘ଭାରତ’ କୁହାଯାଉଥିଲା । ଇଣ୍ଡିଆର ନାମ ଭାରତକୁ ପରିବର୍ତ୍ତନ ଏହା କୌଣସି ଖରାପ କଥା ନୁହେଁ । ଦେଶର ନାମ ପରିବର୍ତ୍ତନ ହେଲେ ଆମେ କ’ଣ ବଦଳି ଯିବା କି । ସେପଟେ ଏହାକୁ ନେଇ ବଲିଉଡ଼ ସୁପରଷ୍ଟାର ଅମିତାଭ ବଚ୍ଚନ ଏକ ( ପୂର୍ବରୁ ଟ୍ୱିଟର ) କରି ଲେଖିଛନ୍ତି ‘ଭାରତ ମାତା କି ଜୟ’ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା