ମଣିପୁର ଘଟଣାର ତଦନ୍ତ କରିବେ ଓଡ଼ିଆ ପୋଲିସ ଅଫିସର

ବାରିପଦା(ବଡ଼ ଖବର ବ୍ୟୁରୋ):ମଣିପୁର ହିଂସାକାଣ୍ଡ ଘଟଣାରେ ତଦନ୍ତ ଟିମରେ ସାମିଲ ହେଲେ ମୟୂରଭଞ୍ଜ ଜିଲ୍ଲାର ପୁଲିସ ଅଧିକାରୀ। ମଣିପୁର ହିଂସାକାଣ୍ଡ ଘଟଣାରେ ତଦନ୍ତ କରୁଥିବା ସିବିଆଇ ଟିମରେ ଓଡ଼ିଆ ପୁଲିସ ଅଫିସର ବିଶ୍ଵପ୍ରକାଶ ରାଉତ ସାମିଲ ହୋଇଛନ୍ତି। ବିଶ୍ୱପ୍ରକାଶ ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ଏନେଇ ସିବିଆଇ ପକ୍ଷରୁ ଓଡ଼ିଶା ପୋଲିସ ମୁଖ୍ୟାଳୟକୁ ଅବଗତ କରାଯାଇଛି।

ସିବିଆଇ ଟିମରେ ଜଣେ ଓଡ଼ିଶା ପୋଲିସଙ୍କ ଯୋଗଦାନ ପରେ ପୋଲିସ ମହଲରେ ଖୁସିର ବତାବରଣ ଖେଳିଯାଇଛି । ଓଡ଼ିଶା ପୋଲିସ ତରଫରୁ ତାଙ୍କୁ ମନୋନୀତ କରାଯାଇ ଥିବାରୁ ସେ ଏନେଇ ଖୁସିବ୍ୟକ୍ତ କରିଛନ୍ତି। ବିଶ୍ୱପ୍ରକାଶଙ୍କ ଘର ଯାଜପୁର ଜିଲ୍ଲାରେ ହୋଇଥିବା ବେଳେ ୨୦୧୨ ମସିହାରେ ଓଡ଼ିଶା ପୋଲିସରେ ଯୋଗ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ