Masthead

ଗୁଳି ଫୁଟାଇ ସୁନା ଅଳଙ୍କାର ସହ ଟଙ୍କା ଲୁଟ୍

କଟକ (ବଡ଼ ଖବର ବ୍ୟୁରୋ): ଫାଙ୍କା ଗୁଳି ଫୁଟାଇ ସୁନା ଅଳଙ୍କାର ସହ ଟଙ୍କା ଲୁଟ୍ । ଫାଙ୍କା ଗୁଳି ଚଳାଇ ଲୁଟିନେଲେ ସୁନା ଅଳଙ୍କାର ସହ ଟଙ୍କା । ମତ୍ତଗଜପୁର ଲେବୁଲ କ୍ରସିଂ ନିକଟରେ ଥିବା ବ୍ୟବସାୟୀଙ୍କଠାରୁ ହୋଇଛି ଲୁଟ୍ । ୩ଟି ବାଇକରେ ୫ରୁ ୬ଜଣ ଦୁର୍ବୁତ୍ତ ଆସି ଲୁଟ୍ କରିଥିବାର ଅଭିଯୋଗ ଆସିଛି । ଘଟଣା ସ୍ଥଳରେ ପୋଲିସ ଆସି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ