Masthead

ନଦୀରେ ବୁଡ଼ି ନାବାଳିକା ନିଖୋଜ

ଘସିପୁରା(ବଡ଼ ଖବର ବ୍ୟୁରୋ): ନଦୀରେ ଗାଧୋଉଥିବା ବେଳେ ବୁଡ଼ିଗଲେ ନାବାଳିକା । ଦମକଳ ବାହିନୀ ଦ୍ଵାରା ଚାଲିଛି ଉଦ୍ଧାର କାର୍ଯ୍ୟ। କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ସାମୁକାନେଣ୍ଡି ଗାଁର ନାବାଳିକା ସସ୍ମିତା ନାହାକ ନିଜ ମାଉସୀଙ୍କ ସହିତ ନିକଟସ୍ଥ ସେଣ୍ଢେଇ ନଦୀକୁ ଗାଧୋଇବାକୁ ଆସିଥିଲେ ।ଅସାବଧାନତା ବସତଃ ସେ ନଦୀରେ ବୁଡ଼ିଯାଇ ନିଖୋଜ ଅଛନ୍ତି । ଖବର ପାଇ ଘସିପୁରାରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ବାଳିକାଙ୍କର କୌଣସି ଖବର ମିଳିନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ