Masthead

ଭାରସାମ୍ୟ ହରାଇ ପୋଲତଳେ କାର

ସୋର(ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର ୩ ଗୁରୁତର । ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଅଭାବନୀୟ ଘଟଣା । ସୂଚନା ଅନୁସାରେ ପଶ୍ଚିମବଙ୍ଗ ଖଡ଼ଗପୁରରୁ ଏକ କାର ଯୋଗେ ଜଣେ ଦମ୍ପତି ଦୁଇ କୁନି ପିଲାଙ୍କୁ ଧରି ଜଗନ୍ନାଥ ଦର୍ଶନ ପାଇଁ ପୁରୀକୁ ଯାଉଥିବା ବେଳେ ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଥିଲା ।

ସ୍ଥାନୀୟ ଲୋକ ଉଦ୍ଧାର କରିବା ସହ ଦମକଳ ବାହିନୀକୁ ଖବର ଦେଇଥିଲେ । ଦମକଳ ବାହିନୀ ଆମ୍ବୁଲାନ୍ସରେ ଆହତଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ସେମାନଙ୍କ ଅବସ୍ଥା ସ୍ଥିର ଅଛି । ସୋର ପୋଲିସ କାରଟିକୁ ଥାନାକୁ ଆଣି ତଦନ୍ତ କରୁଛନ୍ତି । କାରରେ ଗର୍ଭରମେଣ୍ଟ ଅଫ ଇଣ୍ଡିଆ ଲେଖାଥିବା ବେଳେ ଆହତଙ୍କ ସଠିକ ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା