Masthead

ଟ୍ରେନ ଚଳାଚଳକୁ ବାଧାପ୍ରାପ୍ତ କଲା ଗଛ

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ମୟୁରଭଞ୍ଜର ବେତନଟି ଷ୍ଟେସନର ୨ଶହ ମିଟର ଦୂରରେ ହଠାତ୍ ଏକ ଶାଳଗଛ ଟ୍ରେନଲାଇନ ଉପରେ ପଡିଯିବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ସୌଭାଗ୍ୟ ବଶତଃ ବାରିପଦା-ବାଲେଶ୍ୱର ଡି.ଏମ.ୟୁ ବେତନଟୀରୁ ବାରିପଦା ଅଭିମୁଖେ ବାହାରିଯିବାର ୧୫ ମିନିଟ୍ ପରେ ଏହି ଶାଳଗଛଟି ଟ୍ରେନଲାଇନ ଉପରେ ଗଳିପଡିଥିଲା । ଇଲେକ୍ଟ୍ରିକ ଲାଇନ ଛିଣ୍ଡି ଯିବାରୁ ମଞ୍ଚାବନ୍ଧା ଜଙ୍ଗଲରେ ଟ୍ରେନଟି ଅଟକି ଯାଇଛି । ରେଳ ବିଭାଗ ପକ୍ଷରୁ ତୁରନ୍ତ ଗଛକୁ ହଟାଇ ଲାଇନ ମରାମତି ଆରମ୍ଭ ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ