Masthead

ଡ୍ରେନ ପାଣି ପାଇଁ ହନ୍ତସନ୍ତ ସ୍ଥାନୀୟ ବାସିନ୍ଦା

ବିଞ୍ଜାରପୁର(ବଡ଼ ଖବର ବ୍ୟୁରୋ): ଡ୍ରେନ ପାଣି ପାଇଁ ହନ୍ତସନ୍ତ ସ୍ଥାନୀୟ ବାସିନ୍ଦା । ରାସ୍ତାରେ ଜମିରହୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଯାହା ଦ୍ୱାରା ଯାତାୟାତ କରିବା ସମ୍ପୂର୍ଣ ଅସମ୍ଭବ ହୋଇପଡୁଛି । ବର୍ତ୍ତମାନ ବର୍ଷା ଦିନ ଥିବାରୁ ଅଧିକ ଦିନ ପାଣି ଜମିରହିବା ଦ୍ୱାରା ଡେଙ୍ଗୁ ହେବାର ଯଥେଷ୍ଟ ସମ୍ଭାବନା ରହୁଛି ।

ଏପଟେ ବାରମ୍ବାର ଅଭିଯୋଗ ପରେବି ଶୁଣୁନାହାନ୍ତି ସ୍ଥାନୀୟ ସରପଞ୍ଚ ଓ ଉକ୍ତ ବିଭାଗ । ସ୍ଥିତି ଏପରି ହୋଇପଡିଛି ଯେ ପିଲାମାନେ ବିଦ୍ୟାଳୟକୁ ଯିବା ଅସମ୍ଭବ ହୋଇପଡୁଛି । ଏହାକୁ ନେଇ ସ୍ଥାନୀୟ ଅଂଚଳରେ ଦେଖିବାକୁ ମିଳୁଛି ପ୍ରବଳ ଅସନ୍ତୋଷ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ