Masthead

ପଲ୍ଲୀରୁ ଦିଲ୍ଲୀ ସବୁଠି ‘ଯୱାନ’ କ୍ରେଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଶାହାରୁଖ ଖାନ ଏବଂ ନୟନତାରାଙ୍କ ଅଭିନୀତ ଚଳଚ୍ଚିତ୍ର ଜବାନ ଆଜି ତେଲୁଗୁ, ହିନ୍ଦୀ, ତାମିଲ, ଭାଷାରେ ମୁକ୍ତିଲାଭ କରିଛି । ଫିଲ୍ମକୁ ନେଇ ସାରା ଦେଶରେ ଶାହାରୁଖ ଖାନଙ୍କ ପ୍ରଶଂସକଙ୍କ ମଧ୍ୟରେ ଏକ ଜବରଦସ୍ତ କ୍ରେଜ ଦେଖିବାକୁ ମିଳିଛି । ଚଳଚ୍ଚିତ୍ରଟି ପ୍ରଥମ ଶୋ’ରୁ ହିଁ ଧମାକା କରିଛି । ସକାଳ ୫ଟାରୁ ଫିଲ୍ମର ଶୋ’ ଆରମ୍ଭ ହୋଇଥିବା ବେଳେ ଥିଏଟରରେ ଜମିଛି ଭିଡ଼ । ଥିଲଟର ବାହାରେ ବାଣଫୁଟାଇ ସେଲିବ୍ରେସନ କରୁଛନ୍ତି ଫ୍ୟାନ୍ସ ।ଏହି ଚଳଚ୍ଚିତ୍ରଟି କେବଳ ଏକ ସୁପର ହିଟ୍ ନୁହେଁ, ବରଂ ଏକ ବ୍ଳକବଷ୍ଟର ହେବବୋଲି କହୁଛନ୍ତି ଫ୍ୟାନ୍ସ । ସେପଟେ ଏନେଇ ନିଜ ଫ୍ୟାନ୍ସଙ୍କୁ ଧନ୍ୟବାଦ ଦେଇଛନ୍ତି ଶାହାରୁଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା