Masthead

ଲାଇଭ ଭିଡିଓ କରି ଆତ୍ମହତ୍ୟା ଉଦ୍ୟମ କରିବା ପଡିଲା ମହଙ୍ଗା

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଏହିଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ପୋହଳ ଗ୍ରାମର ୩୦ ବର୍ଷିୟ ଯୁବକ ବିକ୍ରମ ନାୟକଙ୍କ କ୍ଷେତ୍ରରେ। ନିଜର ଚିକିତ୍ସା ପାଇଁ ଅର୍ଥ ଅଭାବ କାରଣରୁ ଆଜି ପ୍ରାୟ ଦିନ ୧୦ ଘଟିକା ସମୟରେ ବିକ୍ରମ ନିଜ ଫେସବୁକ ଆଇଡିରେ ଏକ ବିଷ ବୋତଲ ହାତରେ ଧରି ଲାଇଭ ଭିଡିଓ କରି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କ ଘର ପାଖର କିଛ଼ି ଯୁବକ ଏହା ଦେଖି ତୁରନ୍ତ ନାଉଗାଁ ଥାନାକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ନାଉଗାଁ ପୋଲିସ ପହଞ୍ଚି ବିକ୍ରମକୁ ଥାନାକୁ ଆଣିଥିଲେ। ସ୍ଥାନୀୟ ଯୁବକଙ୍କର ଉପସ୍ଥିତ ବୁଦ୍ଧି ପାଇଁ ଆଜି ଗୋଟିଏ ଜୀବନ ବଞ୍ଚି ଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା