Masthead

ଚଳନ୍ତା ଟ୍ରେନରୁ ଖସିପଡ଼ି ଯୁବକ ଗୁରୁତର

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ):  ଚଳନ୍ତା ଟ୍ରେନ ରୁ ଖସିପଡ଼ି ଯୁବକ ଗୁରୁତର । ଟ୍ରେନ ଲାଇନ୍ କଡ଼ ରେ ଯୁବକ ଜଣଙ୍କୁ ପଡ଼ିଥିବା ଗ୍ରାମବାସୀ ଦେଖିବାପରେ ତାଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରିଛନ୍ତି । ଯୁବକ ଜଣକ ଦୁର୍ଗ-ପୁରୀ ଟ୍ରେନ ଯୋଗେ ରାଇପୁର ରୁ ଘର କୁ ଫେରୁଥିବା ବେଳେ କୌଣସି କାରଣ ରୁ ଟ୍ରେନରୁ ଖସି ପଡ଼ିଥିଲେ । ତାଙ୍କର ବାମ ଗୋଡ ଭାଙ୍ଗି ଥିବା ଡାକ୍ତର କହିବା ସହିତ ଅବସ୍ତା ସଙ୍କଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ଯୁବକ ଜଣକ ବଲାଙ୍ଗିର ଜିଲ୍ଲା ଭର୍ଶୁଜାବିନ୍ଧା ପାଳିର ନିର୍ମଳ ସାହୁ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ