Masthead

ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର

ବସ୍ତା(ବଡ଼ ଖବର ବ୍ୟୁରୋ):  ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ର ଜଳସ୍ତର ,ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳ ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୪୨ ମିଟର ରେ ପ୍ରବାହିତ ହେଉଛି ।ଲଗାଣ ବର୍ଷା ଲାଗି ରହିଥିବା ସହ ନଦୀ ର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲା ରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳ ବାସୀ ।

ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର,ବର୍ତ୍ତମାନ ଯଦି ବନ୍ୟା ହୂଏ ତାହାହେଲେ ଏବେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର ବ୍ଲକ ବ୍ଲକର ପାଖାପାଖି ୧୨ ଟି ପଞ୍ଚାୟତ ର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼