Masthead

ବିଇଓ କାର୍ଯ୍ୟାଳୟ ଆଗରେ ପ୍ରାଥମିକ ଶିକ୍ଷକ ସଂଘର ଧାରଣା

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ଧାରଣା। ବିଭିନ୍ନ ଦଫା ଦାବି ନେଇ ପ୍ରାଥମିକ ମିଳିତ ଶିକ୍ଷକ ସଂଘର ଅନିର୍ଦ୍ଧିଷ୍ଟ କାଳ ଯାଏଁ ଧାରଣା ।

ଅବିକଳ କେନ୍ଦ୍ରୀୟ ହାର ଦରମା ୪୨୦୦ ଗ୍ରେଡ ପେ, ନୂତନ ପେନସନ ଯୋଜନା ବଦଳରେ ପୁରୁଣା ପେନସନ ପ୍ରଦାନ କରିବା । ଠିକା ନିଯୁକ୍ତିକୁ ଉଚ୍ଛେଦ କରିବା ଏହି ଭଳି ଦାବି ନେଇ ଶିକ୍ଷକ ସଂଘର ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼