Masthead

ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଠାବ

ନାରଳା(ବଡ଼ ଖବର ବ୍ୟୁରୋ): ଆଜି ସକାଳୁ ନର୍ଲା ଥାନା ଅନ୍ତର୍ଗତ ଖାଇଚୁଁଆ ନିକଟବର୍ତ୍ତି ଏକ ଶାଗୁଆନ ଗଛରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତ ଦେହ ଦେଖିବାକୁ ମିଳିଥିଲା । ମୃତ ବ୍ୟକ୍ତି ଜଣକ ଖାଇଚୁଆଁ ଗ୍ରାମର ଯୋଗେନ୍ଦ୍ର ବାଗ୍ ବୋଲି ଜଣା ପଡ଼ିଛି । ସ୍ଥାନୀୟ ଲୋକେ ନର୍ଲା ପୋଲିସକୁ ଖବର ଦେଲାପରେ ନର୍ଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼