Masthead

ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଦିଲ୍ଲୀରେ ପହଞ୍ଚିଲେ ସୁନକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଭାରତରେ ହେବାକୁ ଯାଉଛି ଜି-୨୦ ଶିଖର ସମ୍ମିଳନୀ । ଯେଉଁଥିରେ ସାମିଲ ହେବାକୁ ଆସୁଛନ୍ତି ବିଶ୍ୱର ନାମୀଦାମି ବ୍ୟକ୍ତିତ୍ୱ ।ଜି-୨୦ ଶିଖର ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ବ୍ରିଟେନର ପ୍ରଧାନ ମନ୍ତ୍ରୀ ଋଷ ସୁନକ । ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ପହଞ୍ଚିଲେ ଋଷି ସୁନକ । ଦିଲ୍ଲୀ ବିମାନ ବନ୍ଦରରେ ସୁନକଙ୍କର କରାଯାଇଛି ଭବ୍ୟ ସ୍ୱାଗତ । ପ୍ରଧାନମନ୍ତ୍ରୀ ହେବାପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଛନ୍ତି ସୁନକ । ଆଜି ସନ୍ଧ୍ୟାରେ ପହଞ୍ଚିବେ ଆମେରିକା ରାଷ୍ଟ୍ରପତି ବାଇଡେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା