Masthead

ରାଜ୍ୟରେ ଜାରି ରହିଛି ବର୍ଷା

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ପ୍ରବାହ ସକ୍ରିୟ ରହିଛି । ଆଭ୍ୟନ୍ତରୀଣ ଓଡିଶାର ମଧ୍ୟଭାଗ ଓ ଛତିଶଗଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

କେଉଁଠି ତୁହାକୁ ତୁହା ବର୍ଷୁଛି ତ କେଉଁଠି ଝିପିଝିପି ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଲାଗି ରହିଛି । ଏଥିପାଇଁ ୧୦ଟି ଜିଲ୍ଲା ମୟୁରଭଞ୍ଜ,କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ସମ୍ବଲପୁର, ବରଗଡ, ଝାରସୁଗୁଡା ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ