Masthead

ଟ୍ରକ ଧକ୍କାରେ ୨ ମୃତ

ଅତାବିରା (ବଡ଼ ଖବର ବ୍ୟୁରୋ): ଟ୍ରକ ଧକ୍କାରେ ୨ଜଣ ବ୍ୟକ୍ତି ମୃତ । ବରଗଡ଼ ଜିଲ୍ଲା ଅତାବିରା ଆନନ୍ଦ ମଣ୍ଡପ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା । ୫୩ ନମ୍ବର ଜାତୀୟ ରାଜପଥ ଅତାବିରା ଆନନ୍ଦ ମଣ୍ଡପ ସ୍ଥିତ କୋବେଟା ସୋରୁମ ସମ୍ମୁଖରେ ଟ୍ରକ ଧକ୍କା ନେବା ଯୋଗୁଁ ୨ ଜର ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବରଗଡ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଚିକୁ ସାହୁ ଓ ୫୦ ବର୍ଷୀୟ ନାରାୟଣ ସେଟ।

ସୂଚନା ଅନୁସାରେ NLO1 AB 8670 ନମ୍ବର ଥିବା ଗୋଟିଏ କେଣ୍ଟର ଟ୍ରକ ବରଗଡରୁ ସମ୍ବଲପୁର ଯାଉଥିବା ସମୟରେ କୋବେଟା ସୋରୁମ ସମ୍ମୁଖରେ ଛିଡା ହୋଇଥିବା ODO3 S 6777 ନମ୍ବର ଥିବା ଗୋଟିଏ କାରକୁ ଓ ଗୋଟିଏ ଟ୍ରାକ୍ଟର ଗାଡି ଓହ୍ଲାଉଥିବା ସମୟରେ ୨ ଜଣ ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇ ଅତାବିରା ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଚଲାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ