Masthead

ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଗିରଫ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ସଭାପତି ଗିରଫ । ଦକ୍ଷତାବିକାଶ ନିଗମ ଦୁର୍ନୀତି ମାମଲାରେ ଗିରଫ ହେଲେ ଏନ. ଚନ୍ଦ୍ରବାବୁ ନାଇଡ଼ୁ । ଆଜି ସକାଳୁ ନନ୍ଦୟାଲା ପୋଲିସ ସହାୟତାରେ ସିଆଇଡି ଚନ୍ଦ୍ରବାବୁ ନାଇଡଙ୍କୁ ଗିରଫ କରିଛି । ଚନ୍ଦ୍ରବାବୁଙ୍କ ଆର.କେ ଫଙ୍କସନ ନିକଟରେ ସିଆଇଡି ସହ ପୋଲିସ ଟିମ୍‌ ପହଞ୍ଚିଥିଲେ । ଭୋର ୩ଟାରେ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ ପାଇଁ ପହଞ୍ଚିଥିଲା ପୋଲିସ ।

 

ଚନ୍ଦ୍ରବାବୁ ନାଇଡୁ ପୋଲିସକୁ ଅନୁମତି ନଦେବାରୁ ସକାଳ ୬ଟା ବେଳକୁ ପୋଲିସ ତାଙ୍କୁ ଗିରଫ କରିଛି । ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି । ଚନ୍ଦ୍ରବାବୁ ନାଇଡୁଙ୍କୁ ବିଜୟୱାଡା ସ୍ଥାନାନ୍ତର କରାଯାଇଛି । ଦୁର୍ନୀତି ନିବାରଣ ଆଇନ ୧୯୮୮ ଅନୁସାରେ, ୧୨୦(୮), ୧୬୬, ୧୬୭, ୪୧୮, ୪୨୦, ୪୬୫, ୪୭୧, ୪୦୯, ୨୦୧, ୧୦୯, ୩୪ ଓ ୩୭ ଆଇପିସି ଧାରାରେ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ