Masthead

ଭାରତ ମଣ୍ଡପମ୍‌ରେ ବିଶ୍ୱ ନେତା, ବସୁଧୈବ କୁଟୁମ୍ବକମ୍‌ ଥିମକୁ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ମଣ୍ଡପମ୍‌ରେ ବିଶ୍ୱ ନେତା । ବିଶ୍ୱନେତାଙ୍କୁ ଭବ୍ୟ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କିଛି ସମୟ ପରେ ଆରମ୍ଭ ହେବ ଜି୦୨୦ ଶିଖର ସମ୍ମିଳନୀ । ଏଥିପାଇଁ ପ୍ରସ୍ତୁତ ହୋଇଛି ଦିଲ୍ଲୀର ପ୍ରଗତି ମଇଦାନର କନଭେନସନ ସେଣ୍ଟର ଭାରତ ମଣ୍ଡପମ୍ । ଭାରତରେ ବିଶ୍ୱର ବଡ ବଡ ନେତା ପହଞ୍ଚିଛନ୍ତି । ବସୁଧୈବ କୁଟୁମ୍ବକମ୍ ଥିମକୁ ନେଇ ହେବ ଆଲୋଚନା । ଯାହାର ଅର୍ଥ ସମଗ୍ର ବିଶ୍ୱ ଗୋଟିଏ ପରିବାର ।

 

ଆଜି ପ୍ରଧାନମନ୍ତ୍ରୀ ମୋଦି ବ୍ରିଟେନ, ଚୀନ, ଜାପାନ ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ସାମିଲ ହେବେ । ପ୍ରଥମେ ଦିନ ୧୦ଟା ୩୦ରେ ‘ୱାନ ଅର୍ଥ’ ଉପରେ ହେବ ଆଲୋଚନା । ଏହାପରେ ଦିନ ୧.୩୦ରେ ଦ୍ୱିପାକ୍ଷିକ ଆଲୋଚନାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୩ଟାରେ ଦ୍ୱିତୀୟ ଅଧିବେଶନ ‘ୱାନ ଫ୍ୟାମିଲି’ ଉପରେ ଆଲୋଚନା କରାଯିବ । ରାତି ୭ଟାରେ ରାତ୍ରି ଭୋଜନ ପାଇଁ ପହଞ୍ଚିବେ ଅତିଥି । ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ପାଇଁ ଭାରତକୁ ପ୍ରଶଂସାର ସୁଅ ଛୁଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି