Masthead

ଅଜିତଙ୍କ କାର୍ଟୁନ ଆଉ ଦେଖିବାକୁ ମଳିବନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ନିଜର ଚମତ୍କାରିତା କଳା ପାଇଁ ସାରା ବିଶ୍ୱରେ ଖ୍ୟାତି ଅର୍ଜନ କରିଥିବା କାର୍ଟୁନିଷ୍ଟ ଅଜିତ ନିନାନଙ୍କ ୬୮ ବର୍ଷ ବୟସରେ ଦେହାନ୍ତ ହୋଇଛି । ନିନାନଙ୍କ ଦ୍ୱାରା ଅନେକ ପତ୍ର ଲେଖାଯାଇଛି ଯେଉଁଥିରୁ ସେ ଶିଶୁମାନଙ୍କ ପାଇଁ ଲେଖିଥିବା ମାଗାଜିନ ‘ଡ଼ିଟେକ୍ଟିଭ ମୋଛୱାଲା’ ସବୁଠାରୁ ପ୍ରସିଦ୍ଧ ଥିଲା । ତାଙ୍କର ଜନ୍ମ ୧୫ ମେ ୧୯୫୫ ରେ ଆନ୍ଧ୍ରପ୍ରଦେଶରେ ହୋଇଥିଲା । ସେ କାର୍ଟୁନିଷ୍ଟ ଅବୁ ଅବ୍ରାହମଙ୍କ ଭଣଜା ଥିଲେ । ତାଙ୍କର ପ୍ରଥମ କାର୍ଟୁନ ୧୯୬୦ ରେ ପ୍ରକାଶ ଲାଭ କରିଥିଲା ଏବଂ ସେତେବେଳେ ସେ ସ୍କୁଲରେ ପଢ଼ୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା