Masthead

ଦିଲ୍ଲୀରେ ଆରମ୍ଭ ହୋଇଛି ଦୁଇଦିନିଆ ଜି ୨୦ ସମ୍ମିଳନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ନୂଆଦିଲ୍ଲୀ ରେ ଆରମ୍ଭ ହୋଇଛି ଦୁଇ ଦିନିଆ ଜି ୨୦ ସମ୍ମିଳନୀ । ଏକାଠି ହୋଇଛନ୍ତି ସମସ୍ତ ବିଶ୍ୱ ନେତା । ସ୍ୱାଗତ ସ୍ଥଳରେ ଶୋଭାପାଉଛି ଓଡ଼ିଶାର ଐତିହ୍ୟ । ଭାରତ ମଣ୍ଡପମରେ ସ୍ୱାଗତ ସ୍ଥଳରେ ରହିଛି ଐତିହ କୋଣାର୍କ ଚକ୍ର । ସ୍ୱାଗତ କାର୍ଯ୍ୟକ୍ରମରେ ଓଡ଼ିଶା ପାଇଁ ରହିଛି ସ୍ୱତନ୍ତ୍ର ସ୍ଥାନ । କାରଣ ଜି ୨୦ ବୈଠକ ସ୍ୱାଗତ ସ୍ଥଳରେ ଶୋଭାପାଉଛି କୋଣାର୍କ ଚିତ୍ର । ସ୍ୱାଗତ ବେଳେ ମୋଦୀ କୋଣାର୍କ ପାଖରେ ଉପସ୍ଥିତ ରହି ରାଜନେତାଙ୍କୁ ସ୍ୱାଗତ କରିଥିଲେ ।

ଏହା ସହ କୋଣାର୍କ ଚକ୍ରର ବିଶେଷତ୍ୱ ବିଷୟରେ ବୁଝାଇଥିଲେ । ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ କହିଛନ୍ତି,‘ବିଶ୍ୱରେ ସଂଙ୍କଟ ଦେଖା ଦେଇଛି ।ଏବେ ସମସ୍ତଙ୍କୁ ଏକାଠି ରହି ଚାଲିବାର ସମୟ ।’ଏହା ସହ ମୋଦି ମରକ୍କେ୍ା ବିଷୟରେ ଆଲୋଚନା ମଧ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି