Masthead

ଅଭିନେତା ଅନୁଭବଙ୍କ ଭାଇ ଅନୁପ୍ରାସଙ୍କ ଜମି ଦଖଲ କଲା ବ୍ୟାଙ୍କ

ଭୁୁବନେଶ୍ୱର(ବଡ଼ କବର ବ୍ୟୁରୋ): ବ୍ୟାଙ୍କ ଋଣ ସୁଝିପାରିଲେନି ଅଭିନେତାଙ୍କ ଭାଇ । ବ୍ୟାଙ୍କ ଋଣ ସୁଝି ନପାରିବାରୁ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ଜମି ଦଖଲ କଲା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ। କଟକ ସେଲଟର ଛକସ୍ଥିତ ନେତାଜୀ ନଗରରେ ଥିବା ଏକ ଜମିକୁ ନିଜ ଅକ୍ତିଆରକୁ ନେଉଛି ଵ୍ୟାଙ୍କ। ଗତ ୮/୧୦/୨୦୧୩ମସିହାରେ ଗଣ୍ଡରପୁର ଅର୍ବାନ ବ୍ୟାଙ୍କ ଵ୍ରାଞ୍ଚରୁ ଅନୁପ୍ରାସ ୫୬ଲକ୍ଷ ଟଙ୍କାର ଲୋନ ନେଇଥିଲେ ।

ଆଉ ଏହାପରେ ବ୍ୟାଙ୍କ କିସ୍ତି ଦେଉ ନଥିବା ବେଳେ ମୂଳ ଟଙ୍କା ମଧ୍ୟ ଜମା କରୁନଥିଲେ । ଏ ନେଇ ବ୍ୟାଙ୍କ ପକ୍ଷରୁ ବାରମ୍ବାର ନୋଟିସ ପରେ ମଧ୍ୟ ଟଙ୍କା ପୈଠ କରି ନ ଥିଲେ ଅନୁପ୍ରାସ । ଏହାପରେ ତାଙ୍କୁ ବାରମ୍ବାର ନୋଟିସ ମଧ୍ୟ କରିଥିଲା ବ୍ୟାଙ୍କ ହେଲେ ଅନୁପ୍ରାସ ଟଙ୍କା ଦେଇ ନଥିଲେ ଫଳରେ ଆଜି ସଂପୃକ୍ତ ଜମିକୁ ଦଖଲକୁ ନେବା ପାଇଁ ବ୍ୟାଙ୍କ କର୍ତ୍ତୁପକ୍ଷ ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି