Masthead

ବଢ଼ୁଛି ମରକ୍କୋ ଭୂକମ୍ପ ମୃତ୍ୟୁ ସଂଖ୍ୟା, ମୃତକଙ୍କ ସଂଖ୍ୟା ୬୩୮ରେ ପହଞ୍ଚିଲାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ମରକ୍କୋରେ ଆସିଥିବା ଭୟଙ୍କର ଭୂମିକମ୍ପର ମୃତ୍ୟୁ ହାର ବଢିବାରେ ଲାଗିଛି ।ଏର୍ପ୍ୟନ୍ତ ୬୩୨ ଜଣ ଲୋକ ପ୍ରାଣ ହରାଇସାରିଲେଣି । ପୂର୍ବରୁ ମୃତ୍ୟୁ ହାର ୨୯୬ ଥିଲା । ଭୂମିକମ୍ପରେ ୩୦୦ରୁ ଅଧିକ ଲୋକ ଆହାତ ହୋଇଛନ୍ତି । ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେବି ହଜାର ହଜାର ଲୋକ ଧ୍ୱଂସାବଶେଷ ତଳେ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇର୍ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି । ୨୦୦୪ ମସିହାରେ ପୂର୍ବ ମରକ୍କୋରେ ହୋଇଥିବା ଭୂକମ୍ପରେ ୬୨୮ ଜଣଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା