Masthead

ଆଜି ଏସିଆ କପର ସୁପର-୪ରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୁପର ସଣ୍ଡେର ସୁପର ମୁକାବିଲା । ଆଜି ଏସିଆ କପର ସୁପର-୪ରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଦିନ ୩ଟାରେ ଆରମ୍ଭ ହେବ ମ୍ୟାଚ । ଦୁଇଦେଶ ମଧ୍ୟରେ ଏସିଆ କପର ଗ୍ରୁପ ପର୍ୟ୍ୟାୟ ମ୍ୟାଚରେ ପ୍ରଥମ ମ୍ୟାଚ ଗତ ରବିବାର ଦିନ ହୋଇଥିଲା । ହେଲେ ବର୍ଷା କାରଣରୁ ମ୍ୟାଚ ବାତିଲ ହୋଇଯାଇଥିଲା । ତେବେ ଆଜିର ମ୍ୟାଚ ପାଇଁ ବାବାର ଆଜମଙ୍କ ଅଧିନାୟକତ୍ୱରେ ପାକିସ୍ତାନ ଏକଦାଶ ଟିମ ଘୋଷିତ ହୋଇସାରିଛି ।

ଯଦି ଆଜି ବର୍ଷା ଯୋଗୁ ମ୍ୟାଚ ବାତିଲ ହୋଇଯାଏ । ତେବେ ରିଜର୍ପ ଡେରେ ଆସନ୍ତାକାଲି ମ୍ୟାଚ ଖେଳାଯିବ । କାଣ୍ଡିରେ ବର୍ଷା ଯୋଗୁଁ କିଛି ମ୍ୟାଚ ବାଧାପ୍ରାପ୍ତ ହେବା ପରେ ସୁପର-୪ ପର୍ଯ୍ୟାୟ କଲମ୍ବୋରେ ପହଂଚିଛି । ମ୍ୟାଚ ପୂର୍ବରୁ ରୋହିତ ଶର୍ମାଙ୍କ ଦଳ ପାଇଁ ବଡ଼ ଆହ୍ୱାନ ହେବ ଚୂଡ଼ାନ୍ତ ଏକାଦଶ ବାଛିବା ।  ଦଳକୁ ଫେରିଥିବା କେଏଲ ରାହୁଲଙ୍କୁ ୱିକେଟ ରକ୍ଷକ ଭାବେ ଖେଳାଇବ ନାଁ ଇଶାନ କିଶାନଙ୍କୁ ପୁଣି ଏକ ସୁଯୋଗ ଦେବ ତାହା ଦଳ ପାଇଁ ବଡ଼ ନିଷ୍ପତ୍ତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା