Masthead

ପ୍ରଥମେ ପ୍ରେମ, ପରେ ପ୍ରତାରଣା ଶେଷରେ ହତ୍ୟା

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ) ପ୍ରଥମେ ପ୍ରେମ । ତା’ପରେ ପ୍ରତାରଣ । ଶେଷରେ ହତ୍ୟା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଖୁଟୁଗାଁ ଗ୍ରାମରେ । ଏହି ଖୁଟୁଗାଁର ଝରଣା ଗଣ୍ଡ ଅଗଷ୍ଟ ୩୧ ତାରିଖ ରାତିରୁ ନିଖୋଜ ହୋଇଯାଇଥିଲେ ।

ପରେ ମୃତଦେହ ସେପ୍ଟେମ୍ବର ୧ରେ ଏକ କୂଅରୁ ଉଦ୍ଧାର ହୋଇଥିଲା ମୃତା ଝରଣାଙ୍କ ପରିବାର ପକ୍ଷରୁ ଏ ନେଇ ରାଇଘର ଥାନାରେ ଏତଲା ଦିଆ ଯାଇଥିଲା । ପୋଲିସ ତଦନ୍ତ କରି ମୃତା ଝରଣାଙ୍କ ପ୍ରେମିକ ତଥା ସେଇ ଗାଁର ମହେଶ ମାଳିକୁ ବାଙ୍ଗାଲୋରରୁ ଗିରଫ କରି ପଚରାଉଚରା କରିଥିଲା ପୁଲିସ ପକ୍ଷରୁ କ୍ରାଇମ ରିକ୍ରିଏସନ୍ କରାଯାଇଥିଲା । ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା