ଆସୁଛି ପୁଣି ଏକ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ବଡ଼ ବର୍ଷା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବାବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସେହିପରି ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ