Masthead

ବୈତରଣୀ ନଦୀବନ୍ଧ ରାସ୍ତା ବିପର୍ଯ୍ୟସ୍ତ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ); ଆଖୁଆ ପଦାରୁ ବିରିଡି ପର୍ଯ୍ୟନ୍ତ ବୈତରଣୀ ନଦୀବନ୍ଧ ରାସ୍ତା ବିପର୍ଯ୍ୟସ୍ତ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ତେସିଙ୍ଗା ପଞ୍ଚାୟତର ଆମ୍ବଗଡ଼ିଆ ନଦୀ ବନ୍ଦ ବନ୍ଧ ଧସିବା ପରେ ଆତଙ୍କିତ ଗ୍ରାମବାସୀ । ଗତକାଲି ସଂଧ୍ୟାରେ ଏହି ବନ୍ଧ ଧସିବା କାରଣରୁ ଆତଙ୍କିତ ହୋଇପଡ଼ିଛନ୍ତି ଅଞ୍ଚଳବାସୀ ।

ତେବେ ଦୀର୍ଘଦିନର ଏହି ବନ୍ଧ ଆଖୁଆପଦାରୁ ବିରିଡି ପର‌୍ୟ୍ୟନ୍ତ ବୈତରଣୀ ନଦୀ ବନ୍ଦର ରାସ୍ତା ଏବେ ମରଣଯନ୍ତ୍ରା ପାଲଟିବା ସହିତ ବନ୍ଧ ଧସିବାରେ ଲାଗିଛି । ଖବର ପାଇ ଘଟଣାସ୍ଥଳରେ ସମାଜସେବି ଉତ୍କଳ କେଶରୀ ବିଶ୍ଵାଳ ପହଁଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପ୍ରଶାସନ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ପାଇଁ ଆଜି ଅଞ୍ଚଳବାସୀ ଏହି ଦୁର୍ଦ୍ଦଶା ଭୋଗୁଛନ୍ତି ବୋଲି କହିଥିଲେ ତେବେ ଯଥା ଶିଘ୍ରସ୍ଥାୟୀ ସମାଧାନ ନିମନ୍ତେ ସରକାରଙ୍କ ନିକଟରେ ଦାବି କରିଛନ୍ତି ଉତ୍କଳ କେଶରୀ ବିଶ୍ୱାଳ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’