Masthead

ଦଳରେ ରହି ଦଳକୁ ବଦନାମ କରୁଛନ୍ତି ସୌମ୍ୟ: ଅମର ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୌମ୍ୟଙ୍କୁ ପୁଣି ବିଜେଡିର ଆଟାକ । ଅନୁଭବ, ଅରୁଣ, ଅତନୁ ଓ ପ୍ରତାପଙ୍କ ପରେ ପରେ ଏବେ ସାଂସଦ ଅମର ପଟ୍ଟନାୟକଙ୍କ ପାଳି । ବିଜେଡି ସାଂସଦ ଅମର ପଟ୍ଟନାୟକ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରିଛନ୍ତି ସମାଲୋଚନା ।

ଅମର କହିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ କ’ଣ ରାଜ୍ୟବାସୀ ଜାଣିଛନ୍ତି । ତାଙ୍କ ଆଭିମୁଖ୍ୟ କ’ଣ ସମସ୍ତେ ଜାଣିଛନ୍ତି । ସେ ଏଭଳି କ’ଣ ପାଇଁ କରୁଛନ୍ତି ତାହା ମଧ୍ୟ ସମସ୍ତେ ଜାଣିଛନ୍ତି । ଦଳରେ ରହି ଦଳକୁ ବଦନାମ କରିବା ଗ୍ରହଣୀୟ ନୁହେଁ କି ଓଡ଼ିଶାବାସୀ ଏହାକୁ ଗ୍ରହଣ କରିବେନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା