Masthead

ପୋଖରୀରେ ବୁଡି ଜଣେ ମୃତ

ଅନଗୁଳ (ବଡ଼ ଖବର ବ୍ୟୁରୋ) ପୋଖରୀରେ ବୁଡି ଜଣେ ମୃତ । ଅନଗୁଳ ଜିଲ୍ଲା ପୁଢାପଙ୍କ ଗ୍ରାମର ସନ୍ତୋଷ ନାୟକ । ଗାଧୋଇ ଯାଇଥିବା ବେଳେ ଗୋଡ ଖସି ଯିବାରୁ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି ସନ୍ତୋଷ । ଦମକଳ ବାହିନୀ ସନ୍ତୋଷଙ୍କୁ ପୋଖରୀରୁ ଉଦ୍ଧାରକରି ଅନଗୁଳ ମେଡିକାଲକୁ ଆଣିଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି