Masthead

ଚନ୍ଦ୍ରବାବୁ ନାଇଡ଼ୁଙ୍କ ଗିରଫକୁ ନେଇ ରାଜ୍ୟବ୍ୟାପି ବନ୍ଦ ଡାକରା

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ): ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ସିଏମ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ରାଜମୁନ୍ଦ୍ରି କେନ୍ଦ୍ରୀୟ ଜେଲକୁ ପଠାଯାଇଛି। ନାଇଡୁଙ୍କ ଗିରଫଦାରୀକୁ ବିରୋଧ କରି ଆନ୍ଧ୍ରପ୍ରଦେଶର ବିରୋଧୀ ଦଳ ଟିଡିପି ଆଜି ରାଜ୍ୟବ୍ୟାପି ବନ୍ଦ ଡାକରା ଦେଇଛି। ସେପ୍ଟେମ୍ବର ୯ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ପୋଲିସ ଗିରଫ କରିଥିଲା।

ପରେ ତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ବିଜୟୱାଡାସ୍ଥିତ ସରକାରୀ ସାଧାରଣ ଡାକ୍ତରଖାନାକୁ ନିଆଯାଇଥିଲା। ଏହାପୂର୍ବରୁ ତାଙ୍କୁ ଏଠାରେ କୁଞ୍ଚନପାଲ୍ଲୀର ସିଆଇଡି କାର୍ଯ୍ୟାଳୟରେ ପ୍ରାୟ ୧୦ ଘଣ୍ଟା ପଚରାଉଚରା କରାଯାଇଥିଲା। ସ୍କିଲ ଡେଭଲପମେଣ୍ଟ କର୍ପୋରେସନ ସ୍କାମରେ ନାଇଡୁଙ୍କୁ ମୁଖ୍ୟ ଷଡଯନ୍ତ୍ରକାରୀ ବୋଲି ଆନ୍ଧ୍ରପ୍ରଦେଶ ପୋଲିସ କହିଛି। ଏହି ଅଭିଯୋଗ ହେତୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା କ୍ଷତି ସହିଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼