Masthead

ନୀଳଗିରିରେ ଏସବିଆଇ ଏଟିଏମରୁ ଲୁଟ

ନୀଳଗିରି (ବଡ଼ ଖବର ବ୍ୟୁରୋ); ନୀଳଗିରିରେ ପୁଣି ଲୁଟେରାଙ୍କ ବିତ୍ପାତ ଦେଖିବାକୁ ମିଳିଛି । ନୀଳଗିରି ଥାନା ଅଧୀନ ସଜନାଗଡ଼ ବଜାର ସ୍ଥିତ ଏସବିଆଇ ଏଟିଏମରୁ ବ୍ୟାଟେରୀ ଚୋରି ହୋଇଛି ।ଏଟିଏମର ଟଙ୍କା ବାକ୍ସ କିନ୍ତୁ ସୁରକ୍ଷିତ ଥିବା ଜଣାପଡିଛି । ନୀଳଗିରି ଥାନା ତରଫରୁ ନିୟମିତ ଭାବେ ସଜନାଗଡ଼ ବଜାରରେ ଗୃହରକ୍ଷୀ ମାନଙ୍କୁ ରାତିରେ ନିୟୋଜିତ କରାଯିବା ସହ ପେଟ୍ରୋଲିଙ୍ଗ ମଧ୍ୟ ହେଉଛି ବୋଲି ଥାନା ଆଇଆଇସି ଗୋପାଳ କର୍ଣ୍ଣ କହିଛନ୍ତି । ଯଦି ଏହା ସତ ତେବେ ରାସ୍ତା ପାର୍ଶ୍ୱରେ ଥିବା ଏଟିଏମରୁ ଚୋରି କେମିତି ହୋଇପାରୁଛି । ତାହା ପୋଲିସ କର୍ତ୍ତବ୍ୟନିଷ୍ଠା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଚି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ