Masthead

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ : ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ କରାଯାଇଛି । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରିଛି ଏକ୍ସପ୍ରେସ । ତାଳଚେର ରୋଡ଼ ଯାଇ ପୁଣି ପୁରୀ ଫେରିବ ଟ୍ରେନ । ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ, ଓ ଢେଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଟ୍ରେନ ରହିବ । ଚଳିତ ବର୍ଷ ମେ ୧୮ ତାରିଖରେ ପୁରୀରୁ ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ