Masthead

କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ନାଁରେ ‘ଲୁକ୍ ଆଉଟ୍ ନୋଟିସ୍’ ଜାରି କଲା କମିଶନରେଟ୍ ପୋଲିସ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବଢିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ । ସୌରିନ୍ ଭଟ୍ଟଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିଛି କମିଶନରେଟ୍ ପୋଲିସ । କୋଲକାତାରେ  ନପାଇବା ପରେ ଲୁ୍କ ଆଉଟ୍ ସର୍କୁଲାର ଜାରି କରାଯାଇଛି । ତାଙ୍କୁ ଖୋଜିବାକୁ କୋଲକତା ଯାଇଥିଲେ ପୋଲିସ । ତିନୋଟି ସ୍ଥାନରେ ଖୋଜିବା ପରେ ମଧ୍ୟ ସୌରିନ ଭଟ୍ଟଙ୍କୁ ପାଇନଥିଲା ପୋଲିସ । ଏହା ପରେ କମିଶନରେଟ୍ ପୋଲିସ ପକ୍ଷରୁ ଲୁକ୍ ଆଉଟ୍ ସର୍କୁଲାର ଜାରି କରାଯାଇଛି ।

ସୌରିନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ରହିଛି । ଏହି ମାମଲାରେ କଟକ ମହିଳା ଥାନାରେ ହାଜର ହୋଇଥିଲେ ସୌରିନ ଭଟ୍ଟ । ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ପାଇଁ ମଧ୍ୟ ଆବେଦନ କରିଥିଲେ, ହେଲେ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼