Masthead

ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ OTET ପରୀକ୍ଷାର୍ଥୀଙ୍କ ଧାରଣା

କଟକ(ବଡ଼ ଖବର ବ୍ୟୁରୋ): ଲକ୍ଷାଧିକ OTET ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଅନ୍ଧାରରେ । କଟକ ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ OTET ପରୀକ୍ଷାର୍ଥୀଙ୍କ ବିକ୍ଷୋଭ ପ୍ରଦର୍ଶନ । ୨୦୨୩ର OTET ପରୀକ୍ଷାକୁ ଖୁବଶୀଘ୍ର କରିବା ସହ ଜୁନିୟର ଟିଚର ନିଯୁକ୍ତିରେ OTET ପରୀକ୍ଷାର୍ଥୀଙ୍କୁ ଆପିୟର ପାଇଁ ସୁଯୋଗ ଦିଆଯାଉ ବୋଲି ଦାବି କରି ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି OTET ଆଶାୟୀ । ଯେଉଁ ଜାଗାରେ ବର୍ଷକୁ ଦୁଇଥର OTET ପରୀକ୍ଷା ହେଉଥିଲା ବର୍ତ୍ତମାନ ବର୍ଷକୁ ଗୋଟିଏ ଥର ମଧ୍ୟ OTET ପରୀକ୍ଷା ନ ହେବା କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପରୀକ୍ଷାର୍ଥୀ ।

ଶେଷଥର ୨୦୧୯ ରେ ଦୁଇଥର OTET ପରୀକ୍ଷା ହୋଇ ଥିବାବେଳେ ୨୦୨୦-୨୧ କୋଭିଡ୍ କଟକଣା ପାଇଁ ବନ୍ଦ ରହିଥିଲା । ଅନ୍ୟପଟେ ୨୦୨୨ର OTET ପରୀକ୍ଷା ୨୦୨୩ ମସିହା ଜୁଲାଇ ମାସରେ ହୋଇଯାଇଛି । ତେବେ ଚଳିତ ୨୦୨୩ ମସିହାର ପରୀକ୍ଷା ବର୍ତ୍ତମାନ ପର୍ଯ୍ୟନ୍ତ ବାହାରିନି ଏବଂ କନିଷ୍ଠ ଶିକ୍ଷକ ପଦବୀ ପ୍ରକାଶ ପାଇବାକୁ ନେଇ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ