Masthead

ଉତ୍କଳ ବିଶ୍ୱ ବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍କଳ ବିଶ୍ୱ ବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି । ହଷ୍ଟେଲ ରୁମ୍‌କୁ କେନ୍ଦ୍ର କରି ପୁଣି ଦେଖାଦେଇଛି ଛାତ୍ର ଅଶାନ୍ତି । ହଷ୍ଟେଲରେ ସିଙ୍ଗିଲ ରୁମ୍ ମିଳୁ ନଥିବାରୁ ପିଜି କାଉନସିଲ ସମ୍ମୁଖରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ । ପୂର୍ବରୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାନଯିବାରୁ ଆଜି ଧାରଣାକୁ ଓହ୍ଲାଇଥିଲେ ଛାତ୍ରଛାତ୍ରୀ । ଘଟଣାର ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରାଯାଇଛି । ପଦକ୍ଷେପ ଗ୍ରହଣ କରାନଗଲେ ଧାରଣା ଜାରି ରହିବ ବୋଲି କହିଛନ୍ତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା