Masthead

ଚିଫ୍ ସେକ୍ରେଟେରୀଙ୍କୁ ବି ଛାଡିଲାନି ଡେଙ୍ଗୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ଥିବାବେଳେ ଡେଙ୍ଗୁର ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ୱର । ଏହି ଡେଙ୍ଗୁ କବଳରୁ ବର୍ତ୍ତି ନାହାନ୍ତି ମୁଖ୍ୟଶାସନ ସଚିବ । ଡେଙ୍ଗୁ ଆକ୍ରାନ୍ତ ହୋଇଛନ୍ତି ମୁଖ୍ୟଶାସନ ସଚିବ ପ୍ରଦୀପ ଜେନା । ଡେଙ୍ଗୁରେ ଆକ୍ରାନ୍ତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସଚିବ ।

ଏବେ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବାବେଳେ ଧୀରେଧୀରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନ୍‌ତି ହେଉଥିବା କହିଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ । ନିର୍ଦ୍ଦେଶକଙ୍କ କହିବାନୁଯାୟୀ ମୁଖ୍ୟ ଶାସନ ସଚିବଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ଭଲ ଅଛି । ଧୀରେଧୀରେ ସୁସ୍ଥ ହେଉଥିବାବେଳେ ପ୍ଲେଟଲେଟରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼