ଦୀପାବଳିରେ ବାଣ ଉପରେ ରହିବ ପ୍ରତିବନ୍ଧକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ପ୍ରତିବର୍ଷ ଦୀପାବଳି ସମୟରେ ବାୟୁ ପ୍ରଦୂଷିତ ହୋଇଥାଏ, ଯାହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି ଯେ, ଗତ କିଛି ବର୍ଷ ପରି ଏହି ବର୍ଷ ମଧ୍ୟ ଦେଶର ରାଜଧାନୀରେ ବାଣ ଫୁଟା ଉପରେ ରୋକ ଜାରି ରହିବ । ଗୋପାଳ କହିଛନ୍ତି, ଦିଲ୍ଲୀରେ ଶୀତଦିନେ ପ୍ରଦୂଷଣ ସ୍ତର ବଢ଼ିଯାଇଥାଏ । ଚଳିତ ବର୍ଷ ମଧ୍ୟ ଦିଲ୍ଲୀରେ ସମସ୍ତ ପ୍ରକାରର ବାଣ ତିଆରି, ବିକ୍ରି,ସଂରକ୍ଷଣ ଏବଂ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ରହିବ । ୨୦୨୧ ସେପ୍ଟେମ୍ବର ୨୮ରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦିଲ୍ଲୀରେ ବାଣ ତିଆରି ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇଥିଲା । ଗତ ବର୍ଷ ମଧ୍ୟ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଯାଇଥିଲା । ମନ୍ତ୍ରୀ କହିଛନ୍ତି, ଦିଲ୍ଲୀର ପ୍ରଦୂଷଶ ହଟସ୍ଫଟ ଅଞ୍ଚଳର ମନିଟରିଂ କରାଯାଉଛି । ଏହା ସହିତ ଶୀତକାଳିନ ଆକ୍ସନ ପ୍ଳାନ ମଧ୍ୟ ଲାଗୁ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ